Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଜିଏସଟି ଏନଫୋର୍ସମେଣ୍ଟ ଟିମ୍‌ର ଚଢାଉ, ଟ୍ରକ୍‌ରୁ ୫ ଲକ୍ଷ ୩୫ ହଜାର ଟଙ୍କା ଜରିମାନା ଆଦାୟ

23/04/2021 at 10:22 AM

କଳାହାଣ୍ଡି ୨୩।୪: କେନ୍ଦୁପତ୍ର ବୋଝେଇ ଟ୍ରକ୍ ଉପରେ ଜିଏସଟି ଏନଫୋର୍ସମେଣ୍ଟ ଟିମ୍ ର ଚଢ଼ାଉ । ବିଜମରାଠାରୁ କୋଲକାତା ଚାଲାଣ ବେଳେ ଚଢାଉ କରାଯାଇଛି । ଜିଏସଟି ଠକେଇ ଅଭିଯୋଗରେ ୫ ଲକ୍ଷ ୩୫ ହଜାର ୨୪୮ ଟଙ୍କା ଟ୍ୟାକ୍ସ ଓ ଜରିମାନା ଆଦାୟ କରାଯାଇଛି । ଡବ୍ଲୁବି୨୩ବି୫୨୯୬ ନମ୍ବର ବିଶିଷ୍ଟ ଟ୍ରକ୍‌ ରୁ ମୋଟ୍ ୧୮ ଲକ୍ଷ ୪୨ ହଜାର ୧୪୫ ଟଙ୍କାର କେନ୍ଦୁପତ୍ର କୋଲକାତାକୁ ଚାଲାଣ ହେଉଥିଲା । ମଥୁରାଠାରେ ଏନଫୋର୍ସମେଣ୍ଟ ଟିମ୍ ଟ୍ରକଟିକୁ ଧରିଛି । ଭବାନୀପାଟଣା ଏନଫୋର୍ସମେଣ୍ଟ ଟିମ୍ ସିଟିଓ ନିଳାଦ୍ରୀ ଦାଢିଆ ଏ ନେଇ ସୂଚନା ଦେଇଛନ୍ତି ।

   Related Posts