ସୁନା ଦୋକାନରେ GST ରେଡ୍, ୧୨ଟି ସହରରେ ଚାଲିଛି ଚଢାଉ

Published By : Prameya-News7 Bureau | October 04, 2021 IST

ଭୁବନେଶ୍ବର ୪।୧୦: ସୁନା ଦୋକାନରେ ଜିଏସଟି ରେଡ୍ । ସୁନା ଅଳଙ୍କାର ଦୋକାନଗୁଡିକରେ ସିଟି ଜିଏସଟି ବିଭାଗ ପକ୍ଷରୁ ବଡ ଧରଣର ଚଢାଉ ହୋଇଛି । ୧୨ଟି ସହରର ୧୭ଟି ଜୁଏଲାରୀ ଦୋକାନରେ ଏହି ଚଢ଼ାଉ ଜାରି ରହିଛି । ସୁନାର ଓଜନ, ମାନ ପରୀକ୍ଷା କରାଯାଉଛି । ଜିଏସଟି ଠକେଇ ହୋଇଛି କି ନାହିଁ ଦେଖୁଛି ବିଭାଗ । ଭୁବନେଶ୍ବର, କଟକ, ବ୍ରହ୍ମପୁର, ସମ୍ବଲପୁର, ବରଗଡ଼, ବାରିପଦା ଭଳି ବିଭିନ୍ନ ସ୍ଥାନରେ ଏକ କାଳୀନ ଚଢ଼ାଉ ଚାଲିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.