Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଧନ ତେରସ ପୂର୍ବରୁ ଗହଣା ଦୋକାନୀକୁ ଝଟକା, ସିଟି ଓ ଜିଏସଟି ବିଭାଗର ଚଢ଼ାଉ

30/10/2021 at 9:59 PM

ପଦ୍ମପୁର, ୩୦/୧୦: ଧନ ତେରସ ପୂର୍ବରୁ ଗହଣା ଦୋକାନୀକୁ ଝଟକା । ଟିକସ ଫାଙ୍କିଥିବା ଅଭିଯୋଗରେ ଗହଣା ଦୋକାନରେ ସିଟି ଓ ଜିଏସଟି ବିଭାଗର ଚଢ଼ାଉ । ପଦ୍ମପୁର ସହରର ମିନାକ୍ଷୀ ଜୁଏଲାରୀ ସୁନା ଗହଣା ବିକ୍ରି କରି ଟିକସ ଫାଙ୍କିଥିବା ଅଭିଯୋଗରେ ସିଟି ଓ ଜିଏସଟି ବିଭାଗ ପଦ୍ମପୁର ଥାନା ଛକ ସ୍ଥିତ ଦୋକାନ ଓ ଘରେ ଚଢ଼ାଉ କରିଛନ୍ତି । ସମୁଦାୟ ଦୁଇଟି ଟିମ ଚଢ଼ାଉ କରିଛନ୍ତି ଏବଂ ସମସ୍ତ କ୍ରୟ ବିକ୍ରୟ ରେଜିଷ୍ଟର ଓ ସୁନା ଗହଣା ଯାଞ୍ଚ ଚାଲିଥିବା ଜିଏସଟି ବିଭାଗର ଅଧିକାରୀ ରଜନୀକାନ୍ତ ସେଠ ସୂଚନା ଦେଇଛନ୍ତି ।

   Related Posts