Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ରାଉରକେଲାରେ ପୁଣି ଜିଏସ୍‌ଟି ଠକେଇ, ୪୨ କୋଟି ଟଙ୍କା ହେରଫେର୍ ମାମଲାରେ ଦୁଇ ଠକ ଗିରଫ

21/12/2020 at 11:53 AM

ରାଉରକେଲା ୨୧।୧୨: ରାଉରକେଲାରେ ପୁଣି ସାମ୍ନାକୁ ଆସିଲା ଜିଏସ୍‌ଟି ଠକେଇ ମାମଲା । ଏଥର ପ୍ରାୟ ୪୨ କୋଟି ଟଙ୍କାର ଜିଏସ୍‌ଟି ଠକେଇ କରିଥିବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ୨ଜଣଙ୍କୁ ଗିରଫ କଲା ଜିଏସ୍‌ଟିର ସ୍ୱତନ୍ତ୍ର ଟିମ୍ ।

ଖବର ଅନୁଯାୟୀ, ଗତକାଲି ରାଉରକେଲା, ସହ କଟକ, ଯାଜପୁରରୁ ଆସିଥିବା ସ୍ୱତନ୍ତ୍ର ଜିଏସ୍‌ଟି ଟିମ୍ ରାଉରକେଲାର ଛେଣ୍ଡ, ବାସନ୍ତୀ କଲୋନୀ ସହ ବନ୍ଧମୁଣ୍ଡା ଅଞ୍ଚଳରେ ଚଢ଼ାଉ କରିଥିଲେ । ବିଭିନ୍ନ ଭୁତ କମ୍ପାନୀ ନାଁ ଖୋଲି ଜିଏସ୍‌ଟି ଠକେଇ କରିଥିବା ଅଭିଯୋଗରେ ଛେଣ୍ଡ ଏବଂ ବନ୍ଧମୁଣ୍ଡା ଅଞ୍ଚଳରୁ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ରାଜୀବ ମିଶ୍ର, ସୌମ୍ୟ ମହାନ୍ତି। ବିଭିନ୍ନ ବ୍ୟାଙ୍କରେ ପ୍ରାୟ ୪୨ କୋଟି ଟଙ୍କାର ବେନାମୀ ଟଙ୍କା ନେଣଦେଣ କରିଛନ୍ତି ଦୁଇ ଜିଏସ୍‌ଟି ଠକ।

   Related Posts