Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ

21/10/2020 at 8:42 AM

ରାଉରକେଲା ୨୧।୧୦: ପୁଣି ଏକ ବଡ଼ଧରଣ ଜିଏସ୍‌ଟି ଠକେଇ ଅଭିଯୋଗ । ରାଉରକେଲାରେ ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ ଆସିଛି । ଜିଏସ୍‌ଟି ପକ୍ଷରୁ  ଛାନ୍‌ଭିନ୍ ଆରମ୍ଭ ହୋଇଛି ।

ଖବର ଅନୁଯାୟୀ, ନିର୍ମାଣ ଶ୍ରମିକଙ୍କ ଜାଲ୍‌ କାଗଜ ପତ୍ର ଦେଇ ବିଭିନ୍ନ କମ୍ପାନୀ ଖୋଲାଯାଇ ଠକେଇ ହୋଇଛି । ଯାହାକି ପ୍ରାୟ ୧୨କୋଟିରୁ ଅଧିକ ଟଙ୍କାର ଜିଏସ୍‌ଟି ଠକେଇ ହୋଇଥିବା ଅଭିଯୋଗ ଆସିଛି । ଏହାପରେ ଜିଏସ୍‌ଟି ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ ହୋଇଛି । ଠକେଇରେ କେଉଁମାନେ ସାମିଲ ଅଛନ୍ତି, ସେନେଇ ଖୋଲତାଡ଼ ଜାରି ରଖିଛି । ପୂର୍ବରୁ ରାଉରକେଲା ଅନେକ ଥର ଜିଏସ୍‌ଟି ଠକେଇ ଅଭିଯୋଗ ହୋଇଛି । ଯାହାକୁ ନେଇ ଜିଏସ୍‌ଟି ବିଭାଗ ପକ୍ଷରୁ ରେଡ୍‌ କରାଯାଇ ଅନେକଙ୍କୁ ଗିରଫ କରାଯାଇଛି ।

   Related Posts