Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର

28/11/2020 at 5:44 PM

ଭୁବନେଶ୍ବର୨୮/୧୧: ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର। ୭୫ ପ୍ରତିଶତ କର୍ମଚାରୀରେ ଚାଲିବ ସରକାରୀ ଅଫିସ୍।  ପ୍ରତି ଶନିବାର –ରବିବାର ବନ୍ଦ ରହିବ ଅଫିସ୍। ଏସଆରସି- ଓଏସ୍‌ଡିଏମ୍‌ଏ ଅଫିସ୍‌ରେ ୧୦୦ ପ୍ରତିଶତ କର୍ମଚାରୀରେ ଚାଲିବ। ୧୦୦ ପ୍ରତିଶତ କର୍ମଚାରୀରେ ଜରୁରୀକାଳୀନ ସେବା ଯୋଗାଇ ଦିଆଯିବ।

ସ୍ବାସ୍ଥ୍ୟ ସେବା ଏବଂ ଅଗ୍ନିଶମ ସେବା ୧୦୦ ପ୍ରତିଶତ କର୍ମଚାରରେ ଚାଲିବ। ବିଭାଗୀୟ କାର୍ଯ୍ୟାଳୟରେ ସମସ୍ତ କର୍ମଚାରୀ ଉପସ୍ଥିତ ରହିବେ।

   Related Posts