Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଆଜି ଓଡ଼ିଶା ଆସୁଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ

17/12/2018 at 11:13 AM

ଭୁବନେଶ୍ବର ୧୭|୧୨:  ଆଜି ଓଡ଼ିଶା ଆସୁଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ। ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଆଜି ଭୁବନେଶ୍ବର ଆସୁଛନ୍ତି। ଭୁବନେଶ୍ବରରେ ସେ ଏକ ସାମ୍ବାଦିକ ସମ୍ମିଳନୀ କରିବେ । ଯେଉଁଥିରେ ମୁଖ୍ୟପ୍ରସଙ୍ଗ ରାଫେଲ ଉପରେ ବିଜେପିର ଆଭିମୁଖ୍ୟ ରଖିବା । ବିଶେଷ କରି ସୁପ୍ରିମକୋର୍ଟଙ୍କ ରାୟ ପରେ ବିଜେପି ରାଫେଲ୍ ଦେଶ ବ୍ୟାପୀ ଜନମତ ସୃଷ୍ଟି କରିବା ଅଭିଯାନ ଆରମ୍ଭ କରିଛି।  ଏହି କ୍ରମରେ ଆଜି ଭୁବନେଶ୍ବରରେ ସାମ୍ବାଦିକ ସମ୍ମିଳନୀ କରିବେ ବିଜୟ ରୂପାଣୀ ।

   Related Posts