Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଜମ୍ମୁ-କାଶ୍ମୀର : ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି, ଲୁଚି ରହିଛନ୍ତି ୩ ଆତଙ୍କୀ

24/12/2020 at 9:55 AM

ଶ୍ରୀନଗର, ୨୪/୧୨: ଜମ୍ମୁ-କାଶ୍ମୀରର ବାରାମୂଳା ଜିଲ୍ଲାରେ ଭାରତୀୟ ସେନା ୩ ଜଣ ଆତଙ୍କବାଦୀଙ୍କ ବିରୋଧରେ ଅପରେସନ ଜାରି ରଖିଛି। ଉଭୟ ପକ୍ଷ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ଏହି ଆତଙ୍କବାଦୀମାନେ ଫସି ଯାଇଛନ୍ତି ।

ସୂଚନା ଅନୁସାରେ, ବାରାମୂଳାରେ ୨ରୁ ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ସେନାକୁ ଖବର ମିଳିଥିଲା । ଏହାପରେ ସେନା ଓ ସ୍ଥାନୀୟ ପୋଲିସ ସେହି ଅଞ୍ଚଳକୁ ଘେରିଥିଲେ । ଏହାପରେ ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ କରିଥିଲେ । ଏହାପରେ ସୁରକ୍ଷାକର୍ମୀମାନେ ପୋଜିସନ ନେଇ ପାଲଟା ଜବାବ ଦେଇଥିଲେ । ଏବେବି ସେଠାରେ ଗୁଳି ବିନିମୟ ଜାରି ରହିଛି । ଏବେସୁଦ୍ଧା କୌଣସି ଆତଙ୍କବାଦୀ ଗିରଫ ହୋଇଥିବା କିମ୍ବା ନିହତ ହୋଇଥିବା ସୂଚନା ମିଳିପାରି ନାହିଁ ।

ଏହି ଆତଙ୍କବାଦୀମାନେ ବାରାମୂଳାରେ ଲୁଚି ରହିଥିଲେ । ସେମାନେ କୌଣସି ବଡ ଧରଣର ଷଡଯନ୍ତ୍ର ପାଇଁ ଯୋଜନା କରୁଥିବା ସୂଚନା ମିଳିଛି ।

   Related Posts