Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ଗୁପଚୁପ ବ୍ୟବସାୟୀଙ୍କୁ ଗୁଳିମାଡ଼, କାରଣ ଅସ୍ପଷ୍ଟ

22/11/2020 at 7:57 AM

ସାନଖେମୁଣ୍ଡି ୨୨।୧୧: ଗୁପଚୁପ ବ୍ୟବସାୟୀଙ୍କୁ ଗୁଳିମାଡ଼ । ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବାଲିପଦର ଫାଣ୍ଡି ଅଞ୍ଚଳରେ ଘଟିଛି ଘଟଣା । ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଭର୍ତ୍ତି । ଆହତ ବ୍ୟକ୍ତି ଜଣଙ୍କ ମଧ୍ୟପ୍ରଦେଶର ବୋଲି ସୂଚନା ରହିଛି । ସେ ଏଠାରେ ବହୁ ଦିନ ଧରି ଗୁପଚୁପ ବ୍ୟବସାୟ କରୁଥିଲେ । ତେବେ ବର୍ତ୍ତମାନ ସୁଦ୍ଧା ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି । ଗୁପଚୁପ ବ୍ୟବସାୟୀ ନେଇ ଗୁଳିମାଡ଼ ହୋଇଥିବା ମଧ୍ୟ ସନ୍ଦେହ କରାଯାଉଛି । ଘଟଣାର ପୋଲିସ ତଦନ୍ତ କଲେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ସ୍ଥାନୀୟ ଲୋକ ଆଶା କରିଛନ୍ତି ।

   Related Posts