Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଗୁଣିଗାରେଡି ସନ୍ଦେହରେ ହତ୍ୟା : ଗିରଫଦାରୀ ଭୟରେ ଗାଁ ପୁରୁଷଶୂନ୍ୟ

20/06/2021 at 10:32 AM

ଖଲିକୋଟ, ୨୦/୦୬: ଗୁଣିଗାରେଡିକୁ ନେଇ ଜଣଙ୍କୁ ପିଟିପିଟି ମାଗିଦେଲେ ଗାଁ ଲୋକେ । ଅନ୍ୟ ୨ ଗୁରୁତର । ଏପରି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି ଗଞ୍ଜାମ ଜ଼ିଲ୍ଲା ଚମଖଣ୍ଡି ଥାନା ଅଧିନ ରାମେୟାପଲ୍ଲୀ ଗ୍ରାମରେ ।

ସୂଚନାନୁସାରେ, ଶନିବାର ରାତିରେ ଗୁଣିଗାରେଡି ସନ୍ଦେହ କରି ଗ୍ରାମରେ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି । ଅନ୍ୟ ୨ ବ୍ୟକ୍ତି ମଧ୍ୟ ଗୁରୁତର ହୋଇଛନ୍ତି । ଏହି ଘଟଣାରେ ୩୦ରୁ ଅଧିକ ଲୋକଙ୍କୁ ପୋଲିସ ଅଟକ ରଖିଛି ।

ତେବେ ଗିରଫଦାରୀ ଭୟରେ ଗାଁ ଏବେ ପୁରୁଷ ଶୂନ୍ୟ ହୋଇପଡିଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts