Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଡାକ୍ତରଙ୍କ ପରିବାର ଚାରିଜଣଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଜିମ୍ ଟ୍ରେନର ଗିରଫ

13/11/2019 at 8:44 PM

ଫରିଦାବାଦ୧୩/୧୧:  ବହୁ ଚର୍ଚ୍ଚିତ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ସେକ୍ଟର ୭ରେ ଡାକ୍ତରଙ୍କ ପରିବାର ଚାରିଜଣଙ୍କୁ ହତ୍ୟା କରିଥିବା ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜିମ୍‌ ଟ୍ରେନର ମୁକେଶକୁ ମହାରାଷ୍ଟ୍ର ଶିରିଡ଼ିରୁ ପୋଲିସ ଗିରଫ କରିଛି।

ପୋଲିସର କହିବା ଅନୁସାରେ ମୁକେଶ ଏକ ଷଡ଼ଯନ୍ତ୍ର କରି ଡାକ୍ତରଙ୍କ ପରିବାର ଚାରିଜଣଙ୍କୁ ହତ୍ୟା କରିଥିଲା। ପୂର୍ବ ଶତ୍ରୁତା କେନ୍ଦ୍ରକରି ମୁକେଶ ଏଭଳି ଜଘନ୍ୟ କାଣ୍ଡ ଘଟାଇଥିଲା। ଅଭିଯୁକ୍ତ ମୁକେଶକୁ ବିମାନ ଯୋଗେ ରାତିରେ ଫରିଦାବାଦ ଅଣାଯିବ। ମାଜିଷ୍ଟ୍ରେଟଙ୍କ ଘରେ ତାଙ୍କୁ ପେଶ୍‌ କରାଯିବ। ଅଭିଯୁକ୍ତକୁ ରିମାଣ୍ଡରେ ନେଇ ପଚାରଉଚାର କରାଯିବ ବୋଲି ପୋଲିସ ସୂଚନା ଦେଇଛି।

   Related Posts