Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ବୈତରଣୀରେ ଭାସୁଛି ମହିଳାଙ୍କ ମୃତଦେହ : ଅଧା ଦିଶୁଛି, ଅଧା ଗାୟବ

15/10/2021 at 5:01 PM

ଆନନ୍ଦପୁର ୧୫।୧୦: ଆନନ୍ଦପୁର ବୈତରଣୀ ନଦୀର ଅମାରଙ୍ଗ ଘାଟ ନିକଟରେ ନଦୀ ମଝିରେ ଜଣେ ମହିଳାଙ୍କ ଅଧା କଟା ମୃତଦେହ ଭାସୁଛି । ଶୁକ୍ରବାର ମଧ୍ୟାହ୍ନରେ କିଛି ଲୋକ ନଦୀକୁ ଯାଇଥିବା ସମୟରେ ନଦୀ ମଝିରେ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ ।

ଭାସୁଥିବା ମୃତଦେହ ଜଣେ ମହିଳାଙ୍କର ଅଧା ଶରୀର ହୋଇଥିବା ଜଣାପିଡିଛି । ଅଣ୍ଟାଠାରୁ ତଳକୁ ରହିଥିବା ବେଳେ ଶରୀରର ଉପର ଅଂଶର କୌଣସି ସନ୍ଧାନ ମିଳିନାହିଁ । ସ୍ଥାନୀୟ ଲୋକେ ସଂପୃକ୍ତା ମହିଳାଙ୍କୁ ହତ୍ୟା କରି ନଦୀରେ ଫିଙ୍ଗା ଯାଇଥିବା ସନ୍ଦେହ କରିଛନ୍ତି । ଘଟଣା ସମ୍ପର୍କରେ ଖବର ପାଇ ଘଷିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ ମୃତଦେହର କୌଣସି ପରିଚୟ ମିଳିପାରିନାହିଁ ।

   Related Posts