Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ସ୍କୁଲ ଛାତ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ, ହତ୍ୟା ସନ୍ଦେହ

6/10/2019 at 8:31 AM

ଜଗତସିଂହପୁର ୬।୧୦: ଜଗତସିଂହପୁରରେ ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ସ୍କୁଲ ଛାତ ଉପରୁ ମିଳିଛି ମୃତଦେହ । ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଜଗତସିଂହପୁର ଥାନା ବାଲିକୁଦା ଥାନା ଦେବଗ୍ରାମ ପ୍ରାଥମିକ ବିଦ୍ୟାଳୟ ଛାତ ଉପରୁ ମିଳିଛି ମୃତଦେହ । ଆଜି ସକାଳୁ ଦୁର୍ଗନ୍ଧ ହେବା ପରେ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବାଲିକୁଦା ପୋଲିସ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହକୁ ଜବତ କରିଛି ।

ତେବେ ମୃତ୍ୟୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ପୋଲିସ ତଦନ୍ତ ଜାରି ରଖିଛି । ବ୍ୟକ୍ତିଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଦୁର୍ଗାପୂଜା ପାଇଁ ସ୍କୁଲ ଛୁଟି ଥିବାବେଳେ ସ୍କୁଲ ଛାତ ଉପରୁ ମୃତଦେହ ମିଳିବା ସନ୍ଦେହ ସୃଷ୍ଟି କରୁଛି ।

   Related Posts