Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ପାଇଖାନାରୁ ମହିଳାଙ୍କ ଅର୍ଧ ଦଗ୍ଧ ମୃତଦେହ ଉଦ୍ଧାର

24/07/2018 at 8:15 AM

ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଧାମନଗର ଥାନା ଖରିପଦା ପଞ୍ଚାୟତ ମୁଥାନଗର ଗାଁରେ | ମୃତ ମହିଳା ଜଣକ ହେଲେ କବିତା ଦଳେଇ | ଗତକାଲି ରାତିରେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା | ଏହାକୁ ନେଇ ପାଇଖାନା ଭିତରେ ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ କବିତା | ଅନ୍ୟ ପଟେ କବିତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ ପରିବାର ଲୋକେ |

   Related Posts