Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||
  • ଆସୁଛି ବାତ୍ୟା: ପ୍ରଭାବିତ ହେବ ଓଡ଼ିଶା, ୩ ରାତିରୁ ଉପକୂଳରେ ପ୍ରବଳ ବର୍ଷିବ ଓ ପବନ ବୋହିବ
  • ||
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ପୋଖରୀକୁ ଶୌଚ ହେବାକୁ ଯାଇଥିଲେ, ଖସିପଡ଼ି ଚାଲିଗଲା ଜୀବନ

27/10/2021 at 9:28 PM

ଭଞ୍ଜନଗର, ୨୭/୧୦: ଭଞ୍ଜନଗର ଅଧିନ ବଡ଼ଗଡ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଶାସନ ଗ୍ରାମରେ ଜଣେ ଦିବ୍ୟାଙ୍ଗଙ୍କର ପୋଖରୀରେ ବୁଡି ମୃତ୍ୟୁ ହୋଇଛି । ମୃତକ ହେଲେ ଲଡ଼ୁକିଶୋର ମୁନୀ । ସେ ସନ୍ଧ୍ୟାବେଳେ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଏହି ଅଘଟଣ ଘଟିଛି l ଦିବ୍ୟାଙ୍ଗ ଜଣକ ମାଗିଯାଚି ଚଳୁ ଥିବାରୁ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

ବଡ଼ଗଡ଼ ଥାନା ପୋଲିସ ଘଟଣା ସ୍ଥଳରେ ପହଁଚିଛି । ମୃତଦେହକୁ ଉଦ୍ଧାର କରି ଧରାକୋଟ ଡାକ୍ତରଖାନାକୁ ପଠାଇ ତଦନ୍ତ କରୁଛି l

   Related Posts