ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

Published By : Prameya-News7 Bureau | November 26, 2019 IST

ସୋନପୁର ୨୬।୧୧: ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଯୁବକ ଜଣକ ହେଲେ ସୌମିତ୍ରୀ ପାତ୍ର । ସେ ଆତ୍ମହତ୍ୟା ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

{"id":189880,"sizeSlug":"large"}

ସୂଚନାଯୋଗ୍ୟ ଯେ, ସୋନପୁର ଜିଲ୍ଲା ବିରମହାରାଜପୁର ଥାନା ଲାତୁରପେଟ ଗାଁରେ ଥିବା  ବାବା ମଠ ନିକଟର ଏକ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସୌମିତ୍ରୀ ପାତ୍ର ଓ ସେ ବିବାହିତ ବୋଲି ଜଣାପଡିଛି । ସୌମିତ୍ରୀ  ଆତ୍ମହତ୍ୟା ହତ୍ୟା କରିଥିବା ସନ୍ଦେହ କରାଯାଉଛି । ସୌମିତ୍ରୀଙ୍କୁ ଆଜି ଗାଁ ନିକଟରେ ଥିବା ଗଛରେ ଝୁଲନ୍ତା ଅବସ୍ଥାରେ ଦେଖି ଗାଁ ଲୋକେ  ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳର ପହଞ୍ଚି ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.