Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||

ଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

19/05/2019 at 10:18 AM

ଜୟପୁର ୧୯|୫: ଜୟପୁର ନିକଟ ହାତୀବାରି ଜଙ୍ଗଲର ଏକ ଗଛରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଇରିଗେସନ କଲୋନୀର ପିତାମ୍ଵର ଦେଉରୀ । ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts