Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର

11/08/2019 at 8:47 AM

ମୟୂରଭଞ୍ଜ ୧୧/୮: ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।ଏହି ଘଟଣାଟି ଘଟିଛି ରାଇରଙ୍ଗପୁର ଥାନା କଣ୍ଟାବଣୀ ଗାଁ ମୁଣ୍ଡରେ।ସକାଳେ ଗାଁ ଲୋକେ ଖେଳ ପଡିଆ ନିକଟରେ ଥିବା ତେନ୍ତୁଳି ଗଛରେ ଜଣେ ଯୁବକ ଝୁଲୁଥିବା ଦେଖିଥିଲେ।କଥା ପ୍ରଘଟ ହେଲାପରେ ଲୋକଙ୍କ ଭିଡ଼ ଜମିଥିଲା।

ଯୁବକ ଜଣକ ମୁହଁରେ କଳା କନା ଗୋଡ଼ାଇ ଥିବାରୁ ପରିଚୟ ମିଳି ପାରି ନାହିଁ।ଗଛ ପାଖରେ ଗୋଟେ ସାଇକେଲ ଓ ହଳେ ଚପଲ ଥିବାର ଦେଖିବାକୁ ମିଳିଛି।ତେବେ ତଦନ୍ତ ପରେ ଜଣା ପଡିବ ଏହା ହତ୍ୟା ନା ଆତ୍ମହତ୍ୟା।

   Related Posts