Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ବେକରେ ଓଢଣୀ ବାନ୍ଧି ଯୁକ୍ତ ୩ ଛାତ୍ରୀଙ୍କ ଆତ୍ମହତ୍ୟା, ପାହାଡ ଉପରୁ ଝୁଲନ୍ତା ମୃତଦେହ ଉଦ୍ଧାର

24/08/2020 at 2:41 PM

ଆନନ୍ଦପୁର ୨୪।୮: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ବାଉଁଶଗଡ଼ ଗାଁରେ ପାହାଡ଼ ଉପରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଆତ୍ମହତ୍ୟା କରିଥିବା ଯୁବତୀ ଜଣଙ୍କ ବାଉଁଶଗଡ଼ ଗାଁର ଅଲିଭାଦୀପାଳି ନାୟକ । ଏହି ଛାତ୍ରୀ ଜଣଙ୍କ ଆନନ୍ଦପୁର କଲେଜରେ ଯୁକ୍ତ ୩ ଶେଷ ବର୍ଷରେ ପଢ଼ୁଥିଲେ ।

ରବିବାର ଦିନ ସେ ଖାଇ ସାରିବା ପରେ ଘରୁ କେଉଁଆଡେ ଚାଲି ଯାଇଥିଲେ । ତେବେ ପରିବାର ଲୋକେ ଅନେକ ଖୋଜାଖୋଜି କରିବା ପରେ ଗାଁ ନିକଟ ଏକ ପାହାଡ଼ ଉପରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଅଲିଭାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ ମୃତ ଶରୀରକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି।

   Related Posts