Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

1/12/2021 at 11:40 AM

ଧର୍ମଗଡ ୧।୧୨: ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି ପୋଲିସ । ମୃତ ଯୁବକ ଜଣଙ୍କ ହେଉଛନ୍ତି କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ କାଉଡୋଳା ପଞ୍ଚାୟତ ବଡ଼ କେନ୍ଦୁଗୁଡା ଗ୍ରାମର ଗୁଣଧର ବେମାଲଙ୍କ ସାନ ପୁଅ କୃଷ୍ଣଚନ୍ଦ୍ର ବେମାଲ ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଅପରାହ୍ନରେ କୃଷ୍ଣଚନ୍ଦ୍ର ଘରୁ ବାହାରିଯାଇ ଆଉ ଫେରିନଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର କୌଣସି ସନ୍ଧାନ ପାଇନଥିଲେ । ବୁଧବାର ଧୋବେନ ଚଞ୍ଚରା ରାସ୍ତା ନିକଟରେ ଥିବା ଏକ ନିମ୍ବ ଗଛରେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା । ଏହା ଦେଖି କିଛି ଲୋକ ପୋଲିସକୁ ଖବର ଦେଇଥିଲେ । ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଯୁବକଙ୍କ ଶବ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି । ତେବେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା’ ମୃତ୍ୟୁ ପଛରେ ଅନ୍ୟ କୌଣସି କାରଣ ରହିଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

   Related Posts