Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଗଛରୁ ବୃଦ୍ଧାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ରୋଗ ପାଇଁ ଥିଲେ ଚିନ୍ତାରେ

1/08/2020 at 9:58 AM

ଯାଜପୁର ୧।୮: ଗଛରୁ ବୃଦ୍ଧାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଯାଜପୁର ରୋଡ୍ କୋପଣ୍ଡପଶୀରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଶନିବାର ସକାଳୁ କୋପଣ୍ଡପଶୀକୁ ଗ୍ରାମବାସୀ ବିଲ କାମ କରିବାକୁ ଆସିଲା ବେଳେ ଏକ ଗଛରେ ବୃଦ୍ଧାଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ । ମୃତଦେହ ଦେଖି ପୋଲିସକୁ ଖବର ଦିଆଯାଇଥିଲା । ତେବେ ଯାଜପୁର ରୋଡ୍ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୃଦ୍ଧାଙ୍କ ନା ପରୀକ୍ଷିତ ମଲ୍ଲିକ । ତାଙ୍କ ଘର ବିରମଣିପୁର ଗାଁରେ ।

ପରୀକ୍ଷିତ ଅନେକ ରୋଗରେ ପୀଡିତ ଥିଲେ । ତାଙ୍କ ରୋଗ ଭଲ କରିବାକୁ ନେଇ ସେ ଚିନ୍ତାରେ ଥିଲେ । ତେବେ ଶୁକ୍ରବାର ରାତିରେ ପରିବାର ଲୋକେ ଖାଇପିଇ ଶୋଇଲା ପରେ ପରୀକ୍ଷିତ ଆତ୍ମହତ୍ୟା କରିଥିବା ପରିବାର ପକ୍ଷରୁ ସୂଚନା ମିଳିଛି । ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ମୃତ୍ୟୁ କାରଣ ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି ।

   Related Posts