Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଗଛରେ ଝୁଲୁଛି ଜବାନଙ୍କ ମୃତଦେହ, ଆତ୍ମହତ୍ୟା ନା ହତ୍ୟା ?

24/02/2021 at 3:00 PM

ଝାରସୁଗୁଡା ୨୪।୨: ଗଛରେ ଝୁଲୁଛି ଯବାନଙ୍କ ମୃତଦେହ । ଝାରସୁଗୁଡା ଜିଲ୍ଲା ଲଖନପୁର ଥାନା ସୁନାରୀ ପଞ୍ଚାୟତ ଅଧିନସ୍ଥ ଢୋଲବାହାଲ ଜଙ୍ଗଲ ନିକଟରେ ଥିବା ମହୁଲ ଗଛରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରଯାଇଛି । ଲଖନପୁର ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ମୃତ ଯୁବକ ଜଣଙ୍କ ହେଉଛନ୍ତି ଢୋଲବାହାଲ ଗ୍ରାମର ଦିନେଶ ମୁଣ୍ଡା । ତାଙ୍କ ବୟସ ୨୪ ବର୍ଷ । ସେ ସୀମା ସୁରକ୍ଷା ବଳରେ ଜାମ୍ମୁ କାଶ୍ମୀର ସୀମାରେ କାର୍ଯ୍ୟରତ ଥିଲେ ।

ମୃତ ଯବାନ ଜଣଙ୍କ ଗତ ଡିସେମ୍ବର ମାସରୁ ନିଜ ଭଉଣୀଙ୍କ ବିବାହ ପାଇଁ ଛୁଟିରେ ଗାଁକୁ ଆସିଥିଲେ ବୋଲି ସୂଚନା ମିଳିଛି । ତେବେ ବର୍ତ୍ତମାନ ସୁଦ୍ଧା ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଲଖନପୁର ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

   Related Posts