Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

11/08/2020 at 9:37 AM

କେନ୍ଦୁଝର ୧୧।୮: ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ପୋଲିସର ତଦନ୍ତ ଜାରି ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରି ଭାଲୁପାହାଡି ସାହିରେ ଘର ଭିତରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ସେହି ଗ୍ରାମର ଲିଟୁ ନାଏକ । କୌଣସି କାରଣରୁ ସେ ଶୋଇବା ଘରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛନ୍ତି ।

ତେବେ ଆତ୍ମହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇ ପୋଲିସ ତଦନ୍ତ ଜାରି ରଖିଛି ।

   Related Posts