Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଗଛରେ ଝୁଲୁଛି ମୃତଦେହ, ବେକରେ ଗାମୁଛା ବାନ୍ଧି ଝୁଲିପଡିଛନ୍ତି ଯୁବତୀ

18/01/2021 at 11:19 AM

ନବରଙ୍ଗପୁର ୧୮।୧: ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଅନ୍ତର୍ଗତ ସାନଟେମେରା ଗାଁ ନିକଟସ୍ଥ ଏକ ଗଛରୁ ମିଳିଲା ମୃତଦେହ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଅନ୍ତର୍ଗତ ସାନଟେମେରା ଗାଁ ନିକଟସ୍ଥ ଏକ ଗଛରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣଙ୍କ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ ଝରିଗାଁ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ଯୁବତୀଙ୍କ ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି ।

   Related Posts