Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଗଛରେ ଝୁଲୁଛି ଯୁବତୀଙ୍କ ମୃତଦେହ, ହତ୍ୟା ସନ୍ଦେହ

14/05/2021 at 3:28 PM

ରାଇରଙ୍ଗପୁର ୧୪।୫: ଗାଁ ନିକଟ ଜଙ୍ଗଲର ଏକ ଗଛରେ ଝୁଲୁଛି ଯୁବତୀଙ୍କ ମୃତଦେହ ।ଏପରି ଘଟଣା ଦେଖିବାକୁ ମିଳିଛି ମୟୁରଭଂଜ ଜିଲ୍ଲା ବିଶୋଇ ଥାନା ଲୁହାକାନି ଡୁଙ୍ଗୁରିସାହି ନିକଟରେ ।

ସୂଚନାଯୋଗ୍ୟ ଯେ, ସକାଳ ପ୍ରାୟ ୧୦ଟା ବେଳକୁ ଗାଁ ନିକଟ ଜଙ୍ଗଲରେ ଯୁବତୀଙ୍କ ମୃତଦେହ ଝୁଲୁଥିବା ଦେଖିଥିଲେ ଗାଁଲୋକେ । ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟଲୋକ । ମୃତ ଯୁବତୀ ହେଲେ ଗୁରବାରୀ ମାଝୀ । ତେବେ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts