Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭ କୋଭିଡ୍ ପଜିଟିଭ୍, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଓଡିଶା ହାତରୁ ଖସୁଛି ବନ୍ଧୁଗାଁ ବ୍ଲକ, ଲୋଭ ଦେଖାଇ ଗାଁ ଲୋକଙ୍କୁ ନିଜ ଆଡକୁ ଟାଣୁଛି ଆନ୍ଧ୍ର
  • ||
  • ଅଟୋକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ : ଜଣେ ମୃତ, ୩ ଗୁରୁତର
  • ||
  • ବାଇକକୁ ଧକ୍କା ଦେଲା ହାଇଓ୍ୱା, ଆରୋହୀ ମୃତ
  • ||
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ଆତ୍ମହତ୍ୟା ନା’ ହତ୍ୟା ? ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ

3/09/2020 at 5:29 PM

ସୁନ୍ଦରଗଡ ୩।୯: ସୁନ୍ଦରଗଡ କୁତ୍ରା ଥାନା ଜୋରାମୁଣ୍ଡା ନିକଟସ୍ଥ ସରଗି ଜଙ୍ଗଲର ଏକ ଗଛ ଉପରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସ୍ଥାନୀୟ ଲୋକ ଯୁବକଙ୍କ ମୃତଦେହ ଗଛ ଉପରେ ଝୁଲୁଥିବା ଦେଖିବାକୁ ପାଇବା ପରେ ପୋଲିସକୁ ଖବର ଦେଇଥିଲେ ।

ଘଟଣାସ୍ଥଳରେ କୁତ୍ରା ପୋଲିସ ପହଞ୍ଚିବା ପରେ ଅଗ୍ନିଶମ ବିଭାଗ ସହାୟତାରେ ମୃତଦେହକୁ ଓହ୍ଲାଇବା ପରେ ଯୁବକଙ୍କ ପକେଟରେ ଥିବା ଏକ ପରିଚୟ ପତ୍ରରୁ ଯୁବକ ଜଣଙ୍କ କିଞ୍ଜିରକେଲାର ବୋଲି ଜଣାପଡିଛି । ସେ କିଞ୍ଜିରକେଲା ଅଞ୍ଚଳରୁ ଆସି କୁତ୍ରା ଅଞ୍ଚଳରେ ଆତ୍ମହତ୍ୟା କରିଛନ୍ତି କି ତାଙ୍କୁ କେହି ହତ୍ୟା କରିଛି ତାର ତଦନ୍ତ ଆରମ୍ଭ କରିଛି ପୋଲିସ ।

   Related Posts