Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି

28/09/2021 at 4:00 PM

ଚଣ୍ଡୀଗଡ଼ ୨୮/୦୯ : ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ହଠାତ ବିଗିଡି ଯାଇଛି। ତାଙ୍କୁ ନିଶ୍ୱାସ ନେବାରେ ଅସୁବିଧା ହେବାରୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଡାକ୍ତର କହିଛନ୍ତି ବର୍ତ୍ତମାନ ଅନିଲ ବିଜଙ୍କ ଯାଞ୍ଚ ଚାଲିଛି। ଯାଞ୍ଚ ପରେ ହିଁ କିଛି କୁହାଯାଇପାରିବ। ଏହା ପୂର୍ବରୁ ଅଗଷ୍ଟ ମାସରେ ଅନିଲ ବିଜଙ୍କ ଅକ୍ସିଜେନ ଲେଭଲ ଖସି ଯାଇଥିବାରୁ ତାଙ୍କୁ ଚଣ୍ଡୀଗଡ଼ ପିଜିଆଇରେ ଭର୍ତ୍ତି କରାଯାଇଥିଲା।

   Related Posts