Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

୯ଟା ସୁଦ୍ଧା ହୋଇଛି ମହାରାଷ୍ଟ୍ରରେ ୫.୪୬% ଏବଂ ହରିୟାଣାରେ ୮.୭୩% ମତଦାନ

21/10/2019 at 10:18 AM

ପାନିପତ ୨୧/୧୦: ମହାରାଷ୍ଟ୍ରର ୨୮୮ ଏବଂ ହରିୟାଣାର ୯୦ବିଧାନସଭା ଆସନରେ ମତଦାନ ଜାରି ରହିଛି। ସଙ୍ଘ ମୁଖ୍ୟ ମୋହନ ଭାଗବତ ଏବଂ କେନ୍ଦ୍ର ମନ୍ତ୍ରୀ ନିତିନ ଗଡ଼କାରୀ ନାଗପୁରରେ ଭୋଟ ଦେଇଛନ୍ତି। ମହାରାଷ୍ଟ୍ର ବିଧାନସଭାର ୨୮୮ ଆସନ ପାଇଁ ମୋଟ୍ ୩ ହଜାର ୨୩୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ ।

ସେପଟେ ହରିଆଣାରେ ୯୦ ଆସନରେ ୧,୧୬୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେଉଛି । ଏଠି ବି ଲୋକେ ସରକାର ବାଛିବେ । ଦେଶର କୃଷି ଓ ନିର୍ମାଣ କ୍ଷେତ୍ରକୁ ସିଂହ ଭାଗ ଅବଦାନ ଥିବା ଏହି ରାଜ୍ୟ ମଧ୍ୟ ରାଜନୈତିକ ଦୃଷ୍ଟି କୋଣରୁ ବେଶ ଗୁରୁତ୍ୱପୂର୍ଣ୍ଣ । ଗତ ନିର୍ବାଚନରେ ପ୍ରଥମଥର ବିଜେପି ଏଠାରେ ନିଜ ଦମରେ କ୍ଷମତା ଦଖଲ କରିଥିଲା ।

୯ଟା ଯାଏଁ ମହାରାଷ୍ଟ୍ରର ୨୮୮ଆସନରେ ୫.୪୬% ଏବଂ ହରିୟାଣାର ୯୦ଆସନରେ ୮.୭୩% ମତଦାନ ହୋଇଛି।

   Related Posts