Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

CHSE ଅଫିସ ଆଗରେ ହାତ କାଟିଲେ ଛାତ୍ରୀ, ମୁଲ୍ୟାୟନରେ ପକ୍ଷପାତିତା ଅଭିଯୋଗ

20/09/2021 at 1:15 PM

ଭୁବନେଶ୍ୱର ୨୦।୦୯: CHSE ଅଫିସରେ ସମ୍ମୁଖରେ ହାତ କାଟିଲେ ଛାତ୍ରୀ । ଦାବି ପୂରଣ ନହେବାରୁ ଛାତ୍ରୀଜଣଙ୍କ ହାତ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଗୁରୁତର ଅବସ୍ଥାରେ ଛାତ୍ରୀ ଜଣଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ମୂଲ୍ୟାୟନରେ ପକ୍ଷପାତିତା ହୋଇଥିବା ଅଭିଯୋଗ ଆଣିଥିଲେ ଛାତ୍ରୀ । ଦଶମ ମାର୍କ ଆଧାରରେ ମୁଲ୍ୟାଙ୍କନ କରିବାକୁ ଦାବି କରିଥିଲେ । ଏହା ସହିତ ଅଫଲାଇନ୍‌ ପରୀକ୍ଷାକୁ ବାତିଲ କରିବାକୁ ମଧ୍ୟ ଦାବି କରିଥିଲେ । କିନ୍ତୁ କୌଣସି ଦାବି ପୂରଣ ନହେବା ଅଭିଯୋଗରେ ଛାତ୍ରୀଜଣଙ୍କ CHSE ଅଫିସରେ ସମ୍ମୁଖରେ ହାତ କାଟିଛନ୍ତି । ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

   Related Posts