Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଛୁଆ ସହ ମା’ହାତୀର ମୃତଦେହ ଠାବ, ଜଣାପଡିନି ମୃତ୍ୟୁର କାରଣ

19/07/2021 at 2:45 PM

କେନ୍ଦୁଝର/ବାଂଶପାଳ ୧୯।୦୭ :  ମାଆ ଓ ଛୁଆ ହାତୀର ମୃତଦେହ ଠାବ । କେନ୍ଦୁଝର ଜିଲ୍ଲା ବିଜେପି ରେଞ୍ଜ ରବଗାଁ ନିକଟରୁ ଠାବ ହୋଇଛି ମୃତଦେହ। ଘଟଣାସ୍ଥଳରେ ଡିଏଫ୍‌ଓଙ୍କ ସହ ବନ କର୍ମଚାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।  

ଖବର ଅନୁଯାୟୀ, କେନ୍ଦୁଝର ଜିଲ୍ଲା ବିଜେପି ରେଞ୍ଚ ଅଞ୍ଚଳରେ କିଛି ବର୍ଷ ହେଲା ହାତୀ-ମଣିଷଙ୍କ ମଧ୍ୟରେ ଲଢେଇ ଜାରି ରହିଥିବା ବେଳେ ବନବିଭାଗର ଅପାରଗତା ଲାଗି ହାତୀ ମୃତ୍ୟୁ ମୁଖରେ ପଡୁଛନ୍ତି । ତେବେ ଆଜିର ମାଆ ଓ ଛୁଆ ହାତୀର ମୃତଦେହ ଦୀର୍ଘ ଘଣ୍ଟା ଧରି ପଡିରହିବା ପରେ ବି ବନବିଭାଗର କୌଣସି ଟିମ୍‌ ଘଟଣାସ୍ଥଳରେ ପହଞ୍ଚିନଥିଲା । ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଉଭୟ ହାତୀଙ୍କର କେମିତି ମୃତ୍ୟୁ ହେଲା, ତାହା ସ୍ପଷ୍ଟ ହୋଇନାହିଁ । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ପ୍ରକୃତ ସତ୍ୟ ସାମ୍ନାକୁ ଆସିବ ।  

   Related Posts