Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଯୁବକଙ୍କୁ ପଥର ଛେଚି ହତ୍ୟା ! ରାସ୍ତାରେ ପଡି ରହିଛି ରକ୍ତ ଜୁଡୁବୁଡୁ ମୃତଦେହ

21/02/2021 at 9:58 AM

ଜୟପୁର,୨୧/୦୨: କୋରାପୁଟ ଜିଲ୍ଲା  ଜୟପୁର କୁମ୍ଭାର ସାହିରେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ପଥରରେ ଛେଚି ଯୁବକଙ୍କୁ ଦୁର୍ବୃତ୍ତମାନେ ହତ୍ୟା କରିଥିବା ସୂଚନା ମିଳିଛି ।

ତେବେ ରାସ୍ତାରେ ଏବେବି ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡି ରହିଛି । ଘଟଣା ସ୍ଥଳରେ ପୋଲିସ୍ ଏଯାଏ ପହଞ୍ଚି ନଥିବା ଜଣାପଡିଛି । ମୃତ ଯୁବକ କିଏ ତାଙ୍କ ପରିଚୟ ମିଳିପାରିନାହିଁ । ଯୁବକଙ୍କୁ କିଏ ଓ କାହିଁକି ହତ୍ୟା କଲା ତାହା ମଧ୍ୟ ଅସ୍ପଷ୍ଟ ରହିଛି ।

   Related Posts