Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
  • ||
  • ଭଦ୍ରକ : ଚାକିରୀରୁ ବିଦା ହେଲେ ରସିକିଆ ଶିକ୍ଷକ, ହ୍ବାଟସଆପ୍ ଗ୍ରୁପରେ ପଠାଇଥିଲେ ନିଜ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ
  • ||
  • ଆନନ୍ଦପୁର : ବାଲି ଗାଡି ମାଲିକଙ୍କୁ ହାବିଲଦାର ମାଗୁଥିଲେ ଚାନ୍ଦା, ଆଜି ଶୁଣିଲା ପରେ ଏସପି କଲେ ସସପେଣ୍ଡ
  • ||
  • ସମ୍ବଲପୁର : ବିଗୁଡୁଛି କରୋନା ସ୍ଥିତି : ଭୀମସାର କୋଭିଡ୍ ହସ୍ପିଟାଲର ବଢିବ ଶଯ୍ୟା, ଚାଲିଛି ଦ୍ବିତୀୟ ହସ୍ପିଟାଲ କାମ
  • ||
  • ଜଳେଶ୍ବର : ବସ୍ତା ଷ୍ଟେସନରେ ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବି, ରେଳରୋକ କଲେ ସ୍ଥାନୀୟ ବାସିନ୍ଦା
  • ||
  • ମହାକାଳପଡା : କେନ୍ଦ୍ରାପଡାରେ ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
  • ||
  • ଖଲ୍ଲିକୋଟ : ବରଗଛ ମୂଳରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
  • ||
  • ନବରଙ୍ଗପୁର : ୧୦ଦିନ ପରେ ହୋଇଥାନ୍ତା ବାହାଘର, ଗଛରେ ଓଢଣୀ ବାନ୍ଧି ପ୍ରେମିକ ସହ ଝୁଲିପଡିଲେ ଯୁବତୀ
  • ||
  • ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ ବାତିଲ
  • ||

ପିଟି ପିଟି ମାରିଦେଲେ, ପ୍ରମାଣ ନଷ୍ଟ ପାଇଁ ଫିଙ୍ଗିଦେଲେ ନାଳରେ : ୨୪ ଘଣ୍ଟାରେ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

6/03/2021 at 12:20 PM

ବଲାଙ୍ଗିରରେ ୬।୩: ୨୪ ଘଣ୍ଟା ଭିତରେ ହତ୍ୟା ଘଟଣାର ପର୍ଦ୍ଦାଫାଶ । ସାମାନ୍ୟ ବଚସାକୁ କେନ୍ଦ୍ରକରି ଚାଲିଗଲା ଯୁବକଙ୍କ ଜୀବନ । ବଲାଙ୍ଗୀର ଗେଟ୍ ସରୋବର ପଡାରେ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ । ଘଟଣାରେ ୬ ଅଭିଯୁକ୍ତକୁ ଗିରଫ କରାଯାଇଛି । ମୃତ ଯୁବକ ବାନିରୁଲ ଏସ କେଙ୍କୁ କୋଦାଳରେରେ ପିଟି ପିଟି ମାରିଦେଲେ ଗିରଫ ଅଭିଯୁକ୍ତ ।

ପ୍ରଥମେ ମୃତକ ଜଣଙ୍କ ଶୋଇଥିବା ଅବସ୍ଥାରେ ଅଭିଯୁକ୍ତଙ୍କୁ ଆକ୍ରମଣ କରିଥିଲେ । ପରେ ୬ ଜଣ ଅଭିଯୁକ୍ତଙ୍କ ପାଲଟା ଆକ୍ରମଣ ତାଙ୍କର ମୃତ୍ୟୁ ହୋଇଥିଲା । ଏହାପରେ ପ୍ରମାଣ ଲୁଚାଇବା ପାଇଁ ମୃତଦେହକୁ ଏକ ଜରି ଓ ମସିଣାରେ ଗୁଡାଇ ନାଳରେ ଫିଙ୍ଗି ଦେଇଥିଲେ । ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରଯାଇଛି । ଟାଉନ ଥାନାରେ ଏକ ସାମ୍ବାଦିକ ସମ୍ମିଳନୀରେ ଆଇଆଇସି ସଂଗ୍ରାମ କେଶରୀ ପଟ୍ଟନାୟକ ସୂଚନା ଦେଇଛନ୍ତି ।

   Related Posts