Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ରାଜଧାନୀରେ ପୁଣି ଏକ ଜଘନ୍ୟ ହତ୍ୟାକାଣ୍ଡ, ଘରୁ ଡ଼ାକି ନେଇ ଯୁବକଙ୍କୁ ବିଚ୍‌ ରାସ୍ତାରେ ହତ୍ୟା

8/06/2021 at 8:02 AM

ଭୁବନେଶ୍ୱର ୦୮।୦୬ : ରାଜଧାନୀରେ ପୁଣି ଏକ ଜଘନ୍ୟ ହତ୍ୟାକାଣ୍ଡ । ଘରୁ ଡାକି ନେଇ ଯୁବକଙ୍କୁ ବିଚ ରାସ୍ତାରେ ହତ୍ୟା କଲେ ଦୁର୍ବୃତ୍ତ । ଲଷ୍ମୀସାଗର ଥାନା ଅନ୍ତର୍ଗତ ବୁଦ୍ଧନଗର କଦଳୀ ଗୋଦାମ ବସ୍ତିରେ ହତ୍ୟାକାଣ୍ଡ । ମୃତକ ଯୁବକ ହେଲେ କାର୍ତ୍ତିକ ସାହୁ । ପରିବାର ପକ୍ଷରୁ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ।

ଖବର ଅନୁଯାୟୀ, ୫ ଜଣ ଦୁର୍ବୃତ୍ତ କାର୍ତ୍ତିକଙ୍କୁ ଘରୁ ଡାକି ନେଇ ହତ୍ୟା କରିଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପହଞ୍ଚି ପୋଲିସର ତଦନ୍ତ ଜାରି ରଖିଛି । ତେବେ ବର୍ତ୍ତମାନ ସୁଦ୍ଧା ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ପୋଷ୍ଟ ମର୍ଟମ ରିପୋର୍ଟ ଓ ପୋଲିସର ପ୍ରାଥମିକ ତଦନ୍ତ ପରେ କିଛି ହତ୍ୟା ହସ୍ତଗତ ବୋଲି ପରିବାର ଲୋକ ଆଶା ରଖିଛି ।

ତେବେ ବିଚ୍‌ ରାସ୍ତାରେ ଏପରି ଜଣେ ଯୁବକଙ୍କ ହତ୍ୟା କରିବା । ତାକୁ ନେଇ ପୋଲିସ ପ୍ରତି ଅନେକ ପ୍ରଶ୍ନ ସୃଷ୍ଟି କରିଛି । ସେହିପରି କିଛି ଦିନ ଭୁବନେଶ୍ୱର ଖାରବେଳ ନଗର ଥାନା ଅଞ୍ଚଳରେ ଜଣେ ଭଦ୍ରକର ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିଥିଲେ । ଆଉ ଏବେ ବିଚ୍‌ ରାସ୍ତାରେ ଆଉ ଜଣେ ଯୁବକଙ୍କ ହତ୍ୟା ।

   Related Posts