Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭରତିଆ ଟାୱାରରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, ପରିଚୟ ଖୋଜୁଛି ପୋଲିସ
  • ||
  • ଟିୟୁସନ୍‌ ସାରି ଫେରୁଥିବା ବେଳେ ଡ୍ରେନ୍‌ ପାଣିରେ ଭାସିଗଲେ ନାବାଳକ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଛିଡୁନି ଅଡୁଆ, ହଟୁନି ସସପେନ୍ସ : ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବାକୁ ମନା କଲେ କଂଗ୍ରେସ ନେତ୍ରୀ ଅମ୍ବିକା ସୋନୀ
  • ||
  • ବର୍ଷାରେ ଭାସିଗଲା କାଠପୋଲ, ୪୨ ପରିବାର ବାହ୍ୟ ଜଗତରୁ ବିଛିନ୍ନ
  • ||
  • ଟଳିଲା ବନ୍ୟା ଆଶଙ୍କା, ମହାନଦୀ ସମେତ ଶାଖାନଦୀରେ କମୁଛି ପାଣି
  • ||
  • ତିର୍ତ୍ତୋଲ ଓ କୁଜଙ୍ଗରେ ବଢୁଛି ଦୁର୍ଦ୍ଦଶା, ୧୦ ଗାଁରେ ପଶିଲା ବନ୍ୟାଜଳ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୯ ମୃତ
  • ||
  • ସଫଳ ହେଲା SPACE-X INSPIRATION ମିଶନ, ଅନ୍ତରୀକ୍ଷରୁ ଫେରିଲେ ୪ ପର୍ଯ୍ୟଟକ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୩ କୋଭିଡ୍ ପଜିଟିଭ୍
  • ||

ପିଟିପିଟି ଅପରାଧୀକୁ ମାରିଦେଲେ , ମୃତଦେହ ଉପରେ ଗାଡ଼ି ଚଢାଇ ଦେଲେ

18/07/2020 at 7:21 AM

ଜଳେଶ୍ୱର ୧୮।୦୭: ଦୁର୍ଦ୍ଦାନ୍ତ ଅପରାଧୀ ରତନ ଦାସ ଓରଫ ଜଗାକୁ ହତ୍ୟା । ଗତକାଲି ବିଳମ୍ବିତ ରାତିରେ ଜଗାର ନିଜ ଗାଁ ବାଲେଶ୍ବର ଜିଲ୍ଲା କମର୍ଦା ଥାନା କୁରୁଣ୍ଠିଆରେ ତାକୁ ହତ୍ୟା କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ସବୁଦିନ ଭଳି ଗତିକାଲି ରାତିରେ ମଧ୍ୟ ସେ ବିଭିନ୍ନ ଗାଡ଼ି ଚାଳକଙ୍କ ଠାରୁ ଚାନ୍ଦା ଆଦାୟ କରୁଥିଲା । ଚାନ୍ଦା ମାଗିବା ବେଳେ ଗତକାଲି କିଛି ଗାଡ଼ି ଡ୍ରାଇଭରଙ୍କ ସହିତ ତାର ପାଟିତୁଣ୍ଡ ହୋଇଥିଲା । ଯାହାକୁ ନେଇ ଜଗାକୁ ପିଟିପିଟି ହତ୍ୟା ପରେ ଗାଡ଼ି ଚଢ଼ାଇ ଦିଆଯାଇଥିବା ଜଣାପଡ଼ିଛି । ଜଗା ନାଁରେ ରାଜ୍ୟ ତଥା ରାଜ୍ୟ ବାହାରେ ଏକାଧିକ ମାମଲା ଥିବା ବେଳେ ସେ ସ୍ଥାନୀୟ ଅଞ୍ଚଳରେ ହତ୍ୟା, ଲୁଟ୍, ଚାନ୍ଦା ଆଦାୟ ପରି ଅପରାଧରେ ଲିପ୍ତ ଥିବା ଜଣାପଡ଼ିଛି। ଖବର ପାଇ କମର୍ଦ୍ଦା ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛି ।

   Related Posts