Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ବିଚ୍‌ ରାସ୍ତାରେ ଛୁରୀ ଭୁସି ହତ୍ୟା ; ଜଣେ ମୃତ, ଆଉ ଜଣେ ଗୁରୁତର

8/01/2021 at 11:28 AM

ଜୟପୁର ୦୮।୦୧: ବିଚ୍‌ ରାସ୍ତାରେ ହତ୍ୟା । ଜଣଙ୍କ ଛୁରାମାଡ଼ରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଶଶାହାଣ୍ଡି ଗାଁର ଦଶରଥ ହରିଜନ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଶଶାହାଣ୍ଡିର ୬୩ ନମ୍ବର ଜାତୀୟ ରାଜପଥରେ ଘଟିଛି ହତ୍ୟାକାଣ୍ଡ ।

ଖବର ଅନୁଯାୟୀ, ବୋରିଗୁମ୍ମା ବ୍ଲକ ସସାହାଣ୍ଡି ୬୩ ନମ୍ବର ଜାତୀୟ ରାଜପଥରେ ହତ୍ୟାକାଣ୍ଡ ଘଟିଛି । ପୂର୍ବରୁ ଶତ୍ରୁତାକୁ ନେଇ ବିଚ୍‌ ରାସ୍ତାରେ ହତ୍ୟାକାଣ୍ଡ ଘଟିଛି । ଜଣେ ବ୍ୟକ୍ତିଙ୍କ ଛୁରାମାଡ଼ରେ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଥିବା ସୂଚନା ରହିଛି । ଗୁରୁତର ଥିବା ବ୍ୟକ୍ତି ଜଣଙ୍କ ହେଲେ ଲକ୍ଷ୍ମଣ ହରିଜନ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ତେବେ କେଉଁ କାରଣ ପାଇଁ ପୂର୍ବ ଶତ୍ରୁତାକୁ ଲାଗି ରହିଥିଲା । ତାହା ପୋଲିସର ଅଧିକ ତଦନ୍ତ ହେଲେ ସ୍ପଷ୍ଟ ହୋଇଯିବା ବୋଲି ସ୍ଥାନୀୟ ଲୋକ ଆଶା କରିଛନ୍ତି ।

   Related Posts