Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ନିଖୋଜର ୨ଦିନ ପରେ ମିଳିଲା ମୃତଦେହ, ହତ୍ୟା ନା ଆଉ କିଛି ?

13/04/2021 at 12:15 PM

କଳାହାଣ୍ଡି ୧୩।୦୪: ବୁଦା ନିକଟରୁ ଯୁବକଙ୍କ ମୃତଦେହ ଠାବ । କଳାହାଣ୍ଡି ଜିଲ୍ଲା କେସିଙ୍ଗା ରେଳଷ୍ଟେସନ ନିକଟ ଗୋଦାମ ପାଖରେ ଥିବା ବୁଦା ନିକଟରେ ମୃତଦେହ ପଡିଛି । ମୃତକ କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗାଁର ଶେଷଦେବ କମ୍ପ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଗତ ୧୧ ତାରିଖରୁ ଶେଷଦେବ କେଉଁଆଡ଼େ ନିଖୋଜ ହୋଇଯାଇଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି ପରେ ବି କୌଣସି ପତ୍ତା ମିଳିନଥିଲା । ନିଖୋଜର ୨ ଦିନ ପରେ ଏକ ବୁଦା ମୂଳରୁ ଶେଷଦେବଙ୍କ ମୃତଦେହ ଠାବ ହୋଇଛି ।

ଶେଷଦେବକୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି । ଏନେଇ ପରିବାର ପକ୍ଷରୁ କିଛି ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କୁ ଦାୟୀ କରି ମଦନପୁର ରାମପୁର ଥାନାରେ ଅଭିଯୋଗ କରାଯାଇଥିଲେ, ବି ପୋଲିସ ମାମଲା ରୁଜୁ କରିନଥିବା ପରିବାର ପକ୍ଷରୁ ଅଭିଯୋଗ କରିଛନ୍ତି ।

   Related Posts