Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ପରକୀୟା ପ୍ରୀତି ସନ୍ଦେହରେ ହତ୍ୟା ! ମୁଣ୍ଡରେ ପଥର ଛେଚି ସ୍ତ୍ରୀକୁ ମାରିଦେଲା ସ୍ୱାମୀ

5/01/2021 at 12:56 PM

ନବରଙ୍ଗପୁର ୦୫।୦୧ : ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ମୃତକ ଚୁମକି ମଣ୍ଡଳ । ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ପୂଜାରିଗୁଡ଼ାଭରଣୀ ଓ ଚିକଲପଦର ମୁଖ୍ୟରାସ୍ତାରେ ଘଟିଛି ହତ୍ୟାକାଣ୍ଡ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ପୂଜାରିଗୁଡ଼ାଭରଣୀ ଓ ଚିକଲପଦର ମୁଖ୍ୟରାସ୍ତାରେ ଘଟିଛି ଅଭାବନୀୟ ଘଟଣା । ସ୍ତ୍ରୀର ପରକିୟୀ ପ୍ରୀତି ସନ୍ଦେହରେ ନିଜ ସ୍ତ୍ରୀକୁ ହତ୍ୟା କରିଛି ସ୍ୱାମୀ । ସ୍ତ୍ରୀର ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଛି ସ୍ୱାମୀ । ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ସ୍ୱାମୀ ବିପ୍ଲବ ମଣ୍ଡଳ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଛି । ସେପଟେ ପୋଲିସ ଘଟଣାରେ ଛାନ୍‌ଭିନ୍‌ ଆରମ୍ଭ କରିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌କୁ ଡକାଯିବାର ସମ୍ଭାବନା ରହିଛି ।

   Related Posts