Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ନିଜେ ପୋଛିଦେଲା ନିଜ ମଥା ସିନ୍ଦୁର, ସ୍ୱାମୀକୁ ପିଟିପିଟି ହତ୍ୟା କଲା ସ୍ତ୍ରୀ

5/06/2021 at 1:57 PM

ନୀଳଗିରି ୦୫।୦୬: ନିଜେ ପୋଛିଦେଲା ନିଜ ମଥା ସିନ୍ଦୁର । ସ୍ୱାମୀକୁ ପିଟିପିଟି ହତ୍ୟା କଲା ସ୍ତ୍ରୀ । ମୃତକଙ୍କ ନାମ ବୁଟୁ ସିଂହ ବୋଲି ଜଣାପଡିଛି । ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ତେଣ୍ଡା ଗାଁର ଘଟିଛି ଘଟଣା ।

ଖବର ଅନୁଯାୟୀ, ତେଣ୍ଡା ଗାଁରେ ଉଭୟ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ଲାଗିରହିଥିଲା । ଏପିରିକି ସ୍ୱାମୀ ମଦ ପିଇ ଆସିଥିଲେ । ଯାହାଫଳରେ ନିଜ ଉପରୁ ନିୟନ୍ତ୍ରଣ ହରାଇବସିଥିଲେ । ଶେଷରେ ଉଭୟଙ୍କ ଝଗଡ଼ା ହତ୍ୟାର ରୂପ ନେଇଥିଲା । ଶେଷରେ ମଦ୍ୟପ ସ୍ୱାମୀକୁ ପିଟିପିଟି ହତ୍ୟା କରିଛି ସ୍ତ୍ରୀ । ସ୍ତ୍ରୀ ଗୁରୁବାରି ସିଂକୁ ଅଟକ ରଖିଛି ପୋଲିସ । ଘଟଣାର ଅଧିକ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ ।

ସେପଟେ ପୋଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି । ଆବଶ୍ୟକ ପଡିଲେ ସାଇଣ଼୍ଟିଫିକ୍‌ ଟିମ୍‌ର ସହାୟତା ନିଆଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।  

   Related Posts