Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସରେ ସ୍ଥାନ ପାଇବ ପଶ୍ଚିମ ଓଡିଶାର କଳାକୃତୀ, ୮ ଓଡିଆ କଳାକାର ହାସଲ କଲେ ସଫଳତା
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ
  • ||
  • ଆଉ ଏକ ଲଘୁଚାପ, ୩୦ ଯାଏଁ ସାରା ରାଜ୍ୟରେ ବର୍ଷା
  • ||
  • ବରଗଡ଼ : ଗାଁ ମୁଣ୍ଡରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ମିଳିଲା ମୃତଦେହ, ଶାଢୀରେ ଝୁଲିପଡିଲେ ଯୁବକ
  • ||
  • ଦିନେ ବଢିବା ପରେ ପୁଣି କମିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୧୫ କରୋନା ପଜିଟିଭ୍
  • ||

ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ ! ଗର୍ଭବତୀ ପତ୍ନୀକୁ ତଣ୍ଟି ଚିପି ହତ୍ୟା ଅଭିଯୋଗ

5/08/2020 at 11:59 AM

ପଟ୍ଟାମୁଣ୍ଡାଇ ୦୫।୦୮: କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଠରବାଟିଆ ଗାଁରେ ଅଭାବନୀୟ ଘଟଣା ଘଟିଛି । ନିଜ ଗର୍ଭବତୀ ସ୍ତ୍ରୀକୁ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ । ମୃତକ ହେଲେ କ୍ରିଷ୍ଣା ସେଠୀ।

ସୂଚନାଯୋଗ୍ୟ ଯେ, କ୍ରିଷ୍ଣା ଦୁଇ ବର୍ଷ ହେବ ସେହି ଅଠର ବାଟିଆ ଗାଁ ର ସିଦ୍ଧାନ୍ତ ସେଠିକୁ ପ୍ରେମ ବିବାହ କରିଥିଲେ । ତେବେ ଗତକାଲି ସନ୍ଧ୍ୟାରେ କ୍ରିଷ୍ଣା ଙ୍କ ସହିତ ପାଟି ତୁଣ୍ଡ ଲାଗିଥିଲା। ପାରିବାରିକ କଳହରୁ ସ୍ବାମୀ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଝିଅଙ୍କ ପରିବାର ପକ୍ଷରୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ।

   Related Posts