Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ଜମିବାଡ଼ି ଗଣ୍ଡଗୋଳକୁ ନେଇ ହତ୍ୟାକାଣ୍ଡ, ଅଭିଯୁକ୍ତ ନାବାଳକ ଓ ମାଆ ଥାନାରେ ଅଟକ

23/01/2021 at 8:37 AM

ସାଲେପୁର ୨୩।୦୧: ଜମିବାଡ଼ି ଗଣ୍ଡଗୋଳକୁ ନେଇ ହତ୍ୟାକାଣ୍ଡ । ସାଲେପୁର ଥାନା ମାଛୁଆତି ଗାଁ ରେ ହତ୍ୟାକାଣ୍ଡ । ମୃତକ ସତ୍ୟପ୍ରକାଶ ମଲ୍ଲିକ ଅଭିଯୁକ୍ତ ନାବାଳକ ଓ ତାର ମାଆକୁ ଥାନାରେ ଅଟକ ରଖିଛି ପୋଲିସ ।

ଗତକାଲି ରାତିରେ ସତ୍ୟାପ୍ରକାଶ ମଲ୍ଲିକଙ୍କୁ ସାଲେପୁର ବଜାର ରୁ ଚାଲି ଚାଲି ଯାଉଥିବା ସମୟରେ ପୂର୍ବରୁ ମାରଣାସ୍ତ୍ର ଧରି ପ୍ରସ୍ତୁତ ହୋଇଥିବା ଜଣେ ନାବାଳକ ହଠାତ ଖଣ୍ଡାରେ ପଛପଟୁ ଆକ୍ରମଣ କରିଥିଲା । ସତ୍ୟପ୍ରକାଶ ଙ୍କୁ ପ୍ରଥମେ ସାଲେପୁର ମେଡିକାଲ କୁ ନିଆଯାଇଥିଲା । ସେଠାରେ ସତ୍ୟପ୍ରକାଶ ମଲ୍ଲିକ କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲ କଟକ ବଡ ସ୍ଥାନନ୍ତର ହୋଇଥିଲା । କଟକ ରେ ସତ୍ୟପ୍ରକାଶ ଚିକିତ୍ସା ଧିନ ଅବସ୍ଥାରେ ମୃତ୍ୟୁ ହୋଇଛି ।ସାଲେପୁର ପୋଲିସ ନାବାଳକ ଓ ତାର ମାଆ କୁ ସାଲେପୁର ଥାନାରେ ଅଟକ ରଖି ପଚରାଉଚରା କରୁଛି।

   Related Posts