Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ଘରେ ପଶି ଯୁବକଙ୍କୁ ହତ୍ୟା, ପୋଲିସ ଖୋଜୁଛି ଖିଅ

1/02/2021 at 8:32 AM

ସାନଖେମୁଣ୍ଡି ୦୧।୦୨: ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକ ଦିଗପହଣ୍ଡି ଥାନା ନୂଆଅନନ୍ତେଇ ଗାଁରେ ଅଭାବନୀୟ ଘଟଣା । ଘରେ ପଶି ଯୁବକଙ୍କ ହତ୍ୟା କଲେ ଦୁର୍ବୃତ୍ତ । ମୃତକ ଦୁଷ୍ମନ୍ତ ଚୌଧୁରୀ ବୋଲି ଜଣାପଡିଛି ।  ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଦିଗପହଣ୍ଡି ଥାନା ନୂଆଅନନ୍ତେଇ ଗାଁରେ ଜଣେ ଯୁବକଙ୍କୁ ଘରେ ପଶି ହତ୍ୟା କରାଯାଇଛି । ତେବେ ହତ୍ୟାକାଣ୍ଡ କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି । ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ଦିଗପହଣ୍ଡି ଓ ସଦର ଥାନା ପୋଲିସ ଘଟଣାସ୍ଥଳରେ ଛାନ୍‌ଭିନ୍‌ ଜାରି ରଖିଛନ୍ତି । ଆବଶ୍ୟକ ପଡ଼ିଲେ ସାଇଣ୍ଟିଫିକ୍‌ ଟିମ୍‌କୁ ଘଟଣାସ୍ଥଳକୁ ଡକାଯିବାର ସମ୍ଭାବନା ରହିଛି ।

   Related Posts