Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଭାଇ ପୋଛିଦେଲା ଭଉଣୀ ମଥାର ସିନ୍ଦୁର, ଶାଳକର ଠେଙ୍ଗାମାଡ଼ରେ ଭିଣୋଇ ମୃତ

18/04/2021 at 7:18 AM

ସୋର ୧୮।୦୪: ଭାଇ ପୋଛିଦେଲା ଭଉଣୀ ମଥାର ସିନ୍ଦୁର । ଶାଳକର ଠେଙ୍ଗାମାଡରେ ଭିଣୋଇର ମୃତ୍ୟୁ । ମଦୁଆ ଭିଣୋଇକୁ ଶାସନ କରିବାକୁ ଆସି ଭଉଣୀର ସିନ୍ଦୁର ପୋଛିଲା ଭାଇ l ଭିଣୋଇକୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ସଞ୍ଜୟ ପ୍ରଧାନ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି ।

ଖବର ଅନୁଯାୟୀ, ବାଲେଶ୍ୱର ସୋର ଥାନା କୁଡେଇ ଅଟାସବନ୍ଧ ଅଞ୍ଚଳର ସଞୟ ପ୍ରଧାନ ଓ ତାଙ୍କ ସ୍ତ୍ରୀ ଙ୍କ ମଧ୍ୟରେ ଝଗଡା ହୋଇଥିଲା । ସଞୟଙ୍କ ସ୍ତ୍ରୀ ଫୋନ୍ ଯୋଗେ ତାଙ୍କ ଭାଇ ଗୁହିରାପଦା ଅଞ୍ଚଳର ଜଗା ସାହୁ କୁ ଡକାଇଥିଲେ । ଜଗା ଭଣୋଇ ଘରେ ପହଞ୍ଚି ଭଉଣି କଥା ଶୁଣି ଏକ ବାଉଁଶ ଠେଙ୍ଗାରେ ଭିଣୋଇ ସଞୟକୁ ଅମାନୁସିକ ଭାବେ ଅକ୍ରମଣ କରିଥିଲା । ଘଟଣାସ୍ଥଳରେ ସଞୟର ମୃତ୍ୟୁ ହେବା ପରେ ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଜଗାକୁ ଅଟକ ରଖିଛି ।

   Related Posts