Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ

8/12/2021 at 9:37 AM

ସୁନ୍ଦରଗଡ ୦୮।୧୨: ସ୍ୱାମୀ ସାଜିଲା ସଇତାନ । କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ । ମୃତ ସ୍ତ୍ରୀଙ୍କ ନାମ ନୟନି ଏକା ବୋଲି ଜଣାପଡିଛି । ସୁନ୍ଦରଗଡ଼ ସଦର ଥାନା ସୁବଳୟା ପଞ୍ଚାୟତ ନବରଙ୍ଗପୁର ଗାଁରେ ଘଟିଛି ଏହି ଘଟଣା ।

ଖବର ଅନୁଯାୟୀ, ପାରିବାରିକ କଳହକୁ ନେଇ ଗତ କିଛି ଦିନ ହେଲା ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ମନମାଳିନ୍ୟ ଚାଲିଥିଲା । ଯାହାର ଏବେ ଘଟିଛି କୁପୁରଣତି । ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହେବାରୁ ସ୍ବାମୀ ରାଜୁ ଏକା ଉତ୍ୟକ୍ତ ହୋଇ ଘରେ ରହିଥିବା କୁରାଢିରେ ହାଣି ସ୍ତ୍ରୀ ନୟନି ଏକାକୁ ହତ୍ୟା କରି ଫେରାର ହୋଇଯାଇଥିଲା । ହତ୍ୟାକାଣ୍ଡ ସଂପର୍କରେ ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ନୟନି ଏକାର ଶବ ଜବତ କରିଛି । ଏହାସହ  ଝିଅ ଦୀପିକା ଏକାଠାରୁ ସମସ୍ତ ଘଟଣା ଶୁଣିବା ପରେ ହତ୍ୟାକାରୀ ସ୍ବାମୀକୁ ପଡୋଶି ଘରୁ ଗିରଫ କରିଛି ପୋଲିସ ।

   Related Posts