Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ

27/07/2021 at 8:00 AM

ସମ୍ବଲପୁର, ୨୭|୦୭:  ଯୁବକଙ୍କୁ ନିର୍ମମ ହତ୍ୟା । ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ । ଏପରି ଅଭାବନୀୟ ଘଟଣା ଘଟିଛି  ସମ୍ବଲପୁର ଜିଲ୍ଲା  ଧନୁପାଲି ଥାନା ଗୋବିନ୍ଦତୋଲା ଅଞ୍ଚଳରେ ।

ସୂଚନାନୁସାରେ, ଗୋବିନ୍ଦତୋଲା ଅଞ୍ଚଳରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଘଟଣାସ୍ଥଳରୁ ତାଙ୍କର ରକ୍ତ ଜୁଡୁବୁଡୁ ମୃତଦେହ ମଧ୍ୟ ଉଦ୍ଧାର କରାଯାଇଛି । ତେବେ  ଅନ୍ୟ ଜଣେ ଯୁବକ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇ ବୁର୍ଲା ସ୍ଥାନାନ୍ତର ହୋଇଛନ୍ତି ।ମୃତକ ଜଣଙ୍କ ହେଲେ ଚରଭାଟିର ଦୀପକ ଯାଦବ(୨୫)l ଗୁରୁତର ଜଣଙ୍କ ହେଉଛନ୍ତି ବନିତ ଓରାମl

ଘଟଣାସ୍ଥଳରୁ ଦୁଇଟି ଭୁଜାଲି ପଡ଼ିଥିବା ବେଳେ ଧନୁପାଲି ପୁଲିସ ଏକ ହତ୍ୟା ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛିl ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

   Related Posts