Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୦ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଢେଙ୍କାନାଳ : ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ !
  • ||
  • କଟକ : ହାତୀ ଆକ୍ରମଣରେ ଜଣେ ମୃତ, କୂଳକୁ ଫେରିବା ବାଟରେ ମାରିଥିଲା ଦନ୍ତା
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୦୨ କୋଭିଡ୍ ପଜିଟିଭ୍
  • ||

ଯୁବକଙ୍କ ପଥର ଛେଚି ହତ୍ୟା, ଚା’ ଦୋକାନରେ ପଡିଛି ମୃତଦେହ

30/07/2021 at 8:08 AM

ଜୟପୁର, ୩୦|୦୭:   ପଥରରେ ଛେଚି ଯୁବକଙ୍କୁ ହତ୍ୟା । ଚା’ ଦୋକାନରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଏପରି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲ୍ଲା ଜୟପୁରରେ ।

ସୂଚନାନୁସାରେ, ଶୁକ୍ରବାର ସକାଳେ ଏକ ଚା ଦୋକାନ ଭିତରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । ଲକ୍ଷ୍ମୀ ଇନ୍ଦିରା ପଣ୍ଡା ଛକ ନିକଟରେ ଏହି ଚା ଦୋକାନ ରହିଛି । ତେବେ ସ୍ଥାନୀୟ ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ସେ କିଛିଦିନ ହେବ ସେ ଏଠାରେ ଲୋକଙ୍କଠାରୁ ମାଗିଯାଚି ଚଳୁଥିବା ସ୍ଥାନୀୟ ଲୋକେ କହିଛନ୍ତି ।

   Related Posts