Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ପୁରୀ ହାଟସାହିରେ ମର୍ଡର, ନୃଶଂସ ଭାବେ ହାଣି ହତ୍ୟା କଲେ ଦୁର୍ବୃତ୍ତ

13/05/2020 at 3:30 PM

ପୁରୀ ୧୩।୫: ପୁରୀ ସଦର ଥାନା ହାଟସାହିରେ ହତ୍ୟାକାଣ୍ଡ ଘଟିଛି । ନୃଶଂସ ଭାବେ ଜଣଙ୍କୁ ହାଣି ଦୁର୍ବୃତ୍ତମାନେ ହତ୍ୟା କରିଛନ୍ତି । ମୃତକଙ୍କ ବେକ, କାନ ଓ ମୁଣ୍ଡରେ ଲାଗିଛି ଗଭୀର ଆଘାତ । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ପୁରୀ ସଦର ଥାନା ହାଟସାହି ନିକଟରେ ନୃଶଂସ ହତ୍ୟାକାଣ୍ଡ ଘଟିଛି । ବିଚ୍ ରାସ୍ତା ଉପରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ କିଛି ଦୁର୍ବୃତ୍ତ । ଫଳରେ ଯୁବକ ଜଣଙ୍କ ସେହିଠାରେ ହିଁ ଟଳି ପଡିଥିଲେ । ଯୁବକଙ୍କ ବେକ, କାନ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଫଳରେ ସେହିଠାରେ ହିଁ ଯୁବକଙ୍କ ମୃତ୍ୟୁ ହୋଇଯାଇଛି । ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts