Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଶୋଇଥିବା ବେଳେ ଯୁବକଙ୍କୁ ପଥରରେ ଛେଚି ମାରିଦେଲେ, ମଦ ବିକ୍ରିକୁ କେନ୍ଦ୍ର କରି ହତ୍ୟାକାଣ୍ଡ ସନ୍ଦେହ

20/09/2021 at 10:13 AM

ପୁରୁଷୋତ୍ତମପୁର, ୨୦।୦୯ : ଗଞ୍ଜାମ ଜିଲ୍ଲା   ପୁରୁଷୋତ୍ତମପୁରରେ ହତ୍ୟାକାଣ୍ଡ ।ଶୋଇଥିବା ବେଳେ ପଥରରେ ଛେଚି ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି।

ସୂଚନାନୁସାରେ,  ଗଞ୍ଜାମ ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡ଼ିଘାଇରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ବିନୟ ପ୍ରଧାନ । ସେ ଶୋଇଥିବା ବେଳେ କିଛି ଦୁର୍ବୃତ୍ତ ଆସି ତାଙ୍କୁ ପଛରରେ ଛେଚି ହତ୍ୟା କରିଥିଲେ ।ତେବେ ମଦ ବିକ୍ରିକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ଘଟଣାସ୍ଥଳରେ ପୋଲିସ ପହଁଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଘଟଣାର ତଦନ୍ତ ଆରମ୍ଭ ହୋଇଛି ।

   Related Posts