Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ଡବଲ୍ ମର୍ଡର : ଗୁଣିଗାରେଡି ସନ୍ଦେହରେ ମହିଳାଙ୍କ ସମେତ ଦୁଇ ଜଣଙ୍କୁ ହତ୍ୟା

20/07/2020 at 9:23 AM

ଯାଜପୁର ୨୦।୭: ଗୁଣିଗାରେଡି ସନ୍ଦେହରେ ଜଣେ ଡବଲ ମର୍ଡର । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ନିମପଲ୍ଲୀ ଗାଁରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ନିମପଲ୍ଲୀ ଗାଁରେ ମହିଳାଙ୍କ ସମେତ ଦୁଇ ଜଣଙ୍କୁ ହତ୍ୟା କରାଯାଇଛି । ଗୁଣିଗାରେଡି ସନ୍ଦେହରେ ଉଭୟଙ୍କ ହତ୍ୟା କରାଯାଇଥିବା କୁହାଯାଉଛି । ମୃତଦେହ ଉଦ୍ଧାର କରି କଳିଙ୍ଗନଗର ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । କିଛିଦିନ ତଳେ ଗୁଣିଗାରେଡି ସନ୍ଦେହରେ ଓଲଳ ପଞ୍ଚାୟତ ଛତରା ଗାଁରେ ଜଣେ ବୃଦ୍ଧାଙ୍କୁ ମଧ୍ୟ ହତ୍ୟା କରାଯାଇଥିଲ ।

   Related Posts