ସାମାନ୍ୟ ବଚସାକୁ କେନ୍ଦ୍ରକରି ଜଘନ୍ୟ ହତ୍ୟାକାଣ୍ଡ : ଅଭିଯୁକ୍ତ ବି ଗୁରୁତର
4/03/2021 at 12:11 PM

ପୁରୀ ୪।୩: ପୁରୀରେ ଜଘନ୍ୟ ହତ୍ୟାକାଣ୍ଡ । ସାମାନ୍ୟ ବଚସାକୁ କେନ୍ଦ୍ରକରି ଘଟିଛି ଏହି ହତ୍ୟାକାଣ୍ଡ । ପୁରୀ ଜିଲ୍ଲା ଚନ୍ଦନପୁର ଥାନା ଅନ୍ତର୍ଗତ ମଧୁବନ ବାଲିଆ ଗାଁରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ଘଟଣାକୁ କେନ୍ଦ୍ରକରି ଦାମ ସ୍ବାଇଁଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ହତ୍ୟାକାଣ୍ଡର ଅଭିଯୁକ୍ତ ଧୁଶାସନ ବାରିକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତାଙ୍କୁ ଡାକ୍ତରଖାନାରେ ପୋଲିସ ଜଗି ରହିଛି ।
Related Posts
ଜନ୍ମଦିନରେ ଅଙ୍ଗଦାନ ପାଇଁ ଚୁକ୍ତିବଦ୍ଧ ହେଲେ ଓଟିଡିସି ଅଧ୍ୟକ୍ଷା
17 April 2021