Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ପରୀ ହତ୍ୟା ମାମଲାର ତଦନ୍ତ ବିଶେଷ ଭାବେ ଅଗ୍ରଗତି କରିନାହିଁ: ହାଇକୋର୍ଟ

17/12/2020 at 6:58 PM

କଟକ୧୭/୧୨: ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ହାଇକୋର୍ଟରେ ରିପୋର୍ଟ ଦାଖଲ କଲା ଏସ୍‌ଆଇଟି।ଏହି ଘଟଣାରେ ତଦନ୍ତ ବିଶେଷ ଭାବେ ଅଗ୍ରଗତି କରିନାହିଁ ବୋଲି ହାଇକୋର୍ଟ ଟିପ୍ପଣୀ ଦେଇଛନ୍ତି।ଏହି ଘଟଣାରେ ହାଇକୋର୍ଟରେ ଗତକାଲି କ୍ରାଇମବ୍ରାଞ୍ଚ୍ ଦାଖଲ କରିଥିଲା ଷ୍ଟାଟସ୍ ରିପୋର୍ଟ। ଏହି ରିପୋର୍ଟ ଆଧାରରେ ହାଇକୋର୍ଟ ମତ ଦେଇଛନ୍ତି। ଆସନ୍ତା ୨୪ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ।  

   Related Posts